ଦ୍ଵିତୀୟ ବିବରଣ 12:21 - ଓଡିଆ ବାଇବେଲ21 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ୱାର ଭିତରେ ଭୋଜନ କରି ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯେବେ ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ଵାର ଭିତରେ ଭୋଜନ କରି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗର-ଦ୍ୱାର ଭିତରେ ଭୋଜନ କରି ପାରିବ। Viz kapitola |