Online Bible

- Reklamy -




ଦ୍ଵିତୀୟ ବିବରଣ 12:28 - ଓଡିଆ ବାଇବେଲ

28 ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ମୁଁ ତୁମ୍ଭକୁ ଏହି ଯେସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ

28 ସାବଧାନତା ସହକାରେ ମୁଁ ଯେଉଁ ଆଜ୍ଞାମାନ ଦେଲି ତାହା ତୁମ୍ଭେମାନେ ପାଳନ କରିବ। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ ତାହା କଲେ ତୁମ୍ଭର ଓ ତୁମ୍ଭମାନଙ୍କ ପରେ ତୁମ୍ଭ ବଂଶଧରଗଣର ଯୁଗାନୁସାରେ ମଙ୍ଗଳ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 12:28

Následuj nás:

Reklamy


Reklamy