ଦ୍ଵିତୀୟ ବିବରଣ 13:6 - ଓଡିଆ ବାଇବେଲ6 ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ, Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରା; ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ, Viz kapitolaପବିତ୍ର ବାଇବଲ6 “ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପୁତ୍ର ବା କନ୍ୟା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧୁ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, ‘ଗ୍ଭଲ ଅନ୍ୟ ଦେବଗଣଙ୍କର ପୂଜା କରିବା।’ ଯେଉଁ ଦେବତାଗଣଙ୍କୁ ତୁମ୍ଭେମାନେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାନ୍ତି। Viz kapitola |