ଦ୍ଵିତୀୟ ବିବରଣ 14:1 - ଓଡିଆ ବାଇବେଲ1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସନ୍ତାନ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ। Viz kapitolaପବିତ୍ର ବାଇବଲ1 “ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ, ଯେତେବେଳେ ଜଣେ ମରି ଯାଉଛି ତୁମ୍ଭର ଦୁଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ୟସ୍ଥଳ କ୍ଷୌର ହେବ ନାହିଁ। Viz kapitola |