ଦ୍ଵିତୀୟ ବିବରଣ 14:2 - ଓଡିଆ ବାଇବେଲ2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପବିତ୍ର ଲୋକ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି। Viz kapitolaପବିତ୍ର ବାଇବଲ2 କାହିଁକି ଜାଣ, କାରଣ ତୁମ୍ଭେମାନେ ଅନ୍ୟ ଲୋକମାନଙ୍କଠାରୁ ଭିନ୍ନ। ତୁମ୍ଭେମାନେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ୟରୁ ସେ ତୁମ୍ଭକୁ ପସନ୍ଦ କରିଛନ୍ତି। Viz kapitola |