ଦ୍ଵିତୀୟ ବିବରଣ 14:8 - ଓଡିଆ ବାଇବେଲ8 ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ। Viz kapitolaପବିତ୍ର ବାଇବଲ8 ତୁମ୍ଭେମାନେ ଘୁସୁରି ଖାଇବା ଉଚିତ୍ ନୁହଁ। କାରଣ ତାଙ୍କର ଖୁରା ଦୁଇଫାଳ ବିଶିଷ୍ଟ କିନ୍ତୁ ସେମାନେ ପାକୁଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘୁସୁରି ଅପବିତ୍ର ଅଟେ। ଏପରିକି ମୃତ ଘୁସୁରି ଶବକୁ ଛୁଅ ନାହିଁ। Viz kapitola |