ଦ୍ଵିତୀୟ ବିବରଣ 15:10 - ଓଡିଆ ବାଇବେଲ10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ହେତୁରୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେ ଯେ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ10 “ତୁମ୍ଭେମାନେ ନିଶ୍ଚିତ ଭାବରେ ହୃଦୟର ସହିତ ତାଙ୍କୁ ଦେବା ଉଚିତ୍। ତାଙ୍କୁ ଦେବା ବେଳେ ତୁମ୍ଭେ କୁଣ୍ଠିତ ହେବା ଉଚିତ୍ ନୁହେଁ। କାରଣ ସେହି କର୍ମ ହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ବିଷୟରେ ଧ୍ୟାନ ଦିଅ, ସଦାପ୍ରଭୁ ସେଥିରେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitola |