ଦ୍ଵିତୀୟ ବିବରଣ 15:14 - ଓଡିଆ ବାଇବେଲ14 ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଆପଣା ପଲରୁ ଓ ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।” Viz kapitolaପବିତ୍ର ବାଇବଲ14 ତୁମ୍ଭେମାନେ ସେମାନଙ୍କୁ ତୁମ୍ଭମାନଙ୍କର ପଶୁ ମଧ୍ୟରୁ କିଛି, କିଛି ଶସ୍ୟ ଏବଂ କିଛି ଦ୍ରାକ୍ଷାରସ ସେମାନଙ୍କୁ ଦେବା ଉଚିତ୍। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରିଥିବା ଦ୍ରବ୍ୟରୁ କିଛି ନିଶ୍ଚିତ ଭାବରେ ସେମାନଙ୍କୁ ଦେବା ଉଚିତ୍। Viz kapitola |