ଦ୍ଵିତୀୟ ବିବରଣ 15:17 - ଓଡିଆ ବାଇବେଲ17 ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ। Viz kapitolaପବିତ୍ର ବାଇବଲ17 ତେବେ ତୁମ୍ଭେ ଏକ ବିନ୍ଧଣୀ ନିଅ ଓ କବାଟ ଉପରେ ତାହାର କର୍ଣ୍ଣକୁ ଫୋଡ଼। ତହିଁରେ ସେ ସବୁଦିନ ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ଠିକ୍ ଏହିପରି କରିବା ଉଚିତ୍। Viz kapitola |