ଦ୍ଵିତୀୟ ବିବରଣ 15:2 - ଓଡିଆ ବାଇବେଲ2 ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଋଣକ୍ଷମାର ବ୍ୟବସ୍ଥା ଏହି : ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକି ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି। Viz kapitolaପବିତ୍ର ବାଇବଲ2 ଏହାର ବ୍ୟବସ୍ଥା ଏହିପରି ହେବ ଯେକେହି ଆପଣା ପ୍ରତିବାସୀକୁ କରଜ ଦେଇଛି ତାହା ସେ ଛାଡ଼ କରିଦେବ। ସେ ତା'ର ପଡ଼ୋଶୀଙ୍କୁ ଋଣ ପରିଶୋଧ ନିମନ୍ତେ ପଗ୍ଭରିବା ଉଚିତ୍ ନୁହଁ। କାରଣ ସଦାପ୍ରଭୁ ବ୍ୟବସ୍ଥା ଅନୁଯାୟୀ ସେ ଏହାକୁ ଋଣ ଛାଡ଼ର ବର୍ଷ ଘୋଷଣା କରିଛନ୍ତି। Viz kapitola |