ଦ୍ଵିତୀୟ ବିବରଣ 15:21 - ଓଡିଆ ବାଇବେଲ21 ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯେବେ ତହିଁରେ କୌଣସି ଖୁଣ ଥାଏ, ସେ ଯେବେ ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ। Viz kapitolaପବିତ୍ର ବାଇବଲ21 “ଯଦି ସେହି ପଶୁଠାରେ କୌଣସି ଖୁଣ ଥାଏ, ଯଥା ସେ ଯଦି ଛୋଟା, କଣା କିମ୍ବା କୌଣସି ମନ୍ଦ ଖୁଣ ଯୁକ୍ତ ଥାଏ ତେବେ ତୁମ୍ଭେ ତାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରି ପାରିବ ନାହିଁ। Viz kapitola |