ଦ୍ଵିତୀୟ ବିବରଣ 15:5 - ଓଡିଆ ବାଇବେଲ5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦେଇଅଛନ୍ତି, ତହିଁରେ ସଦାପ୍ରଭୁ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ5 କିନ୍ତୁ ଏପରି ହେବ ଯଦି ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ଓ ବିଧିମାନ ପାଳନ କରି ଚଳିବ। ତୁମ୍ଭେମାନେ ସାବଧାନତା ସହକାରେ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା ବିଧି କହୁଅଛି ତାହା ପାଳନ କରିବ। Viz kapitola |