ଦ୍ଵିତୀୟ ବିବରଣ 15:7 - ଓଡିଆ ବାଇବେଲ7 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ଵାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ; Viz kapitolaପବିତ୍ର ବାଇବଲ7 “ଯେତେବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ବାସ କରିବ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭେମାନେ ସ୍ୱାର୍ଥପର ହେବ ନାହିଁ। ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରିବାକୁ ମନା କରିବ ନାହିଁ। Viz kapitola |