ଦ୍ଵିତୀୟ ବିବରଣ 15:9 - ଓଡିଆ ବାଇବେଲ9 ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ପାପାଧମ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ହେତୁରୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ। Viz kapitolaପବିତ୍ର ବାଇବଲ9 “ଏପରି କାହାକୁ ଋଣ ଦେବାକୁ ମନା କର ନାହିଁ, ଯେହେତୁ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହୋଇଗଲାଣି ବୋଲି। ତୁମ୍ଭମାନଙ୍କ ମଧ୍ୟରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନୁହଁ। ସାବଧାନ ହୁଅ, ଗୋଟିଏ ନିଃଶ୍ୱ ଲୋକ ପ୍ରତି କୃପଣ ହୁଅ ନାହିଁ! କାରଣ ଯଦି ସେହି ବ୍ୟକ୍ତି ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକେ, ତେବେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବେଚନା କରାଯିବ। Viz kapitola |