ଦ୍ଵିତୀୟ ବିବରଣ 16:1 - ଓଡିଆ ବାଇବେଲ1 ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରିକାଳରେ ମିସରରୁ ବାହାର କରି ଆଣିଲେ। Viz kapitolaପବିତ୍ର ବାଇବଲ1 “ଆବୀବ ମାସର ପର୍ବକୁ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସମ୍ମାନ ଦେବା ପାଇଁ ନିସ୍ତାରପର୍ବ ପାଳନ କର। କାରଣ ଆବୀବ ମାସରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ରାତ୍ରିକାଳରେ ମିଶରରୁ ବାହାର କରି ଆଣିଲେ। Viz kapitola |