Online Bible

- Reklamy -




ଦ୍ଵିତୀୟ ବିବରଣ 16:18 - ଓଡିଆ ବାଇବେଲ

18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେସମସ୍ତ ନଗର ଦେବେ, ତହିଁର ଦ୍ଵାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।

Viz kapitola kopírovat

ପବିତ୍ର ବାଇବଲ

18 “ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ୱାରା ଦତ୍ତ ସମସ୍ତ ସହର ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରତ୍ୟେକ ଗୋଷ୍ଠୀୟ ଏପରି କରିବା ଉଚିତ୍। ଏବଂ ସେହି ଲୋକମାନେ ସେମାନଙ୍କୁ ଶାସନ କରିବେ ଓ ନ୍ୟାୟ ସୁରକ୍ଷିତ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 16:18

Následuj nás:

Reklamy


Reklamy