ଦ୍ଵିତୀୟ ବିବରଣ 16:5 - ଓଡିଆ ବାଇବେଲ5 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗରଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେ ଯେ ନଗରଦ୍ଵାର ଦେବେ, ତହିଁର କୌଣସି ଦ୍ଵାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର-ଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ5 “ସଦାପ୍ରଭୁ ତୁମ୍ଭକୁ ଯେଉଁ ନଗର ଦେବେ ତହିଁର କୌଣସି ନଗର ମଧ୍ୟରେ ତୁମ୍ଭେମାନେ ନିସ୍ତାରପର୍ବୀୟ ବଳି ଉତ୍ସର୍ଗ କରିବା ଉଚିତ୍ ନୁହେଁ। Viz kapitola |