ଦ୍ଵିତୀୟ ବିବରଣ 16:6 - ଓଡିଆ ବାଇବେଲ6 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ। Viz kapitolaପବିତ୍ର ବାଇବଲ6 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେଠାରେ ନିସ୍ତାରପର୍ବର ବଳି ଉତ୍ସର୍ଗ କରିବା ଉଚିତ୍। ସନ୍ଧ୍ୟା ସମୟର, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ତାହା କର। ଠିକ୍ ସେହି ସମୟରେ ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଅଣା ହୋଇଥିଲା। Viz kapitola |