Online Bible

- Reklamy -




ଦ୍ଵିତୀୟ ବିବରଣ 16:8 - ଓଡିଆ ବାଇବେଲ

8 ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

8 ତୁମ୍ଭେମାନେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ। ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 16:8

Následuj nás:

Reklamy


Reklamy