Online Bible

- Reklamy -




ଦ୍ଵିତୀୟ ବିବରଣ 17:14 - ଓଡିଆ ବାଇବେଲ

14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; “ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା,” ଯେବେ ଏହି କଥା କହିବ;

Viz kapitola kopírovat

ପବିତ୍ର ବାଇବଲ

14 “ତୁମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶମଧ୍ୟକୁ ପ୍ରବେଶ କରିବ। ତୁମ୍ଭେମାନେ ସେଠାରେ ବାସ କରିବ। ଏହା ପରେ ତୁମ୍ଭେମାନେ ଏପରି କହିବ ଯେ, ‘ଅନ୍ୟ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କରିବା।’

Viz kapitola kopírovat




ଦ୍ଵିତୀୟ ବିବରଣ 17:14

Následuj nás:

Reklamy


Reklamy