Online Bible

- Reklamy -




ଦ୍ଵିତୀୟ ବିବରଣ 17:15 - ଓଡିଆ ବାଇବେଲ

15 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁୁ ରାଜା କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକି ରାଜା କରି ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

15 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାଙ୍କୁ ହିଁ ତୁମ୍ଭେ ତୁମ୍ଭମାନଙ୍କ ଉପରେ ରାଜା କରିବ। ତୁମ୍ଭେମାନେ ଆପଣା ଭାତୃଗଣମାନଙ୍କ ମଧ୍ୟରୁ ଜଣକୁ ଆପଣା ଉପରେ ରାଜାଭାବେ ନିଯୁକ୍ତ କରିବ। ଯିଏ ତୁମ୍ଭର ଭାଇ ନୁହେଁ ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା ଭାବେ ମନୋନୀତ କରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 17:15

Následuj nás:

Reklamy


Reklamy