Online Bible

- Reklamy -




ଦ୍ଵିତୀୟ ବିବରଣ 17:4 - ଓଡିଆ ବାଇବେଲ

4 ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;

Viz kapitola kopírovat

ପବିତ୍ର ବାଇବଲ

4 ଯଦି ତୁମ୍ଭେମାନେ ଏପରି କିଛି ଶୁଣ, ତେବେ ତୁମ୍ଭେ ଏଗୁଡ଼ିକୁ ଭଲଭାବେ ଅନୁଧ୍ୟାନ କରିବ। ଯଦି ତୁମ୍ଭେ ଜାଣିବ ଏହା ସତ୍ୟ ତେବେ ଜାଣିବ ଇସ୍ରାଏଲର ଘୋର ଅବନତୀ ଘଟିଛି। ଯଦି ତୁମ୍ଭେ ପ୍ରମାଣ କଲ ଏପରି ଘଟିଛି।

Viz kapitola kopírovat




ଦ୍ଵିତୀୟ ବିବରଣ 17:4

Následuj nás:

Reklamy


Reklamy