ଦ୍ଵିତୀୟ ବିବରଣ 17:5 - ଓଡିଆ ବାଇବେଲ5 ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗରଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକି ନଗରଦ୍ଵାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗର-ଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ। Viz kapitolaପବିତ୍ର ବାଇବଲ5 ତେବେ ଏପରି ଅପକର୍ମ କରିଥିବା ସେହି ଲୋକଙ୍କୁ ଦଣ୍ତିତ କରିବ। ତୁମ୍ଭେ ସେହି ଲୋକଟିକୁ ନଗରଦ୍ୱାର ବାହାରକୁ ଆଣି ପଥର ଫିଙ୍ଗି ତାକୁ ସମସ୍ତଙ୍କ ଆଗରେ ମାରିବା ଉଚିତ୍, ସେ ପୁରୁଷ କିମ୍ବା ସ୍ତ୍ରୀ ହୋଇଥାଉ Viz kapitola |