ଦ୍ଵିତୀୟ ବିବରଣ 18:12 - ଓଡିଆ ବାଇବେଲ12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେହେତୁ ଯେ କେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି। Viz kapitolaପବିତ୍ର ବାଇବଲ12 କାରଣ ଏପରି କର୍ମ ଯିଏ କରେ, ସେ ସଦାପ୍ରଭୁଙ୍କର ଘୃଣାର ପାତ୍ର, ଏବଂ ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଛନ୍ତି। Viz kapitola |