ଦ୍ଵିତୀୟ ବିବରଣ 18:2 - ଓଡିଆ ବାଇବେଲ2 ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି। Viz kapitolaପବିତ୍ର ବାଇବଲ2 ସେହି ଲେବୀୟମାନେ ଅନ୍ୟ ପରିବାରବର୍ଗ ପରି ଭୂମିରୁ ଅଧିକାର ପାଇବେ ନାହିଁ। ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ସଦାପ୍ରଭୁ ହିଁ ସେମାନଙ୍କର ଅଧିକାର। Viz kapitola |