ଦ୍ଵିତୀୟ ବିବରଣ 19:1 - ଓଡିଆ ବାଇବେଲ1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ, Viz kapitolaପବିତ୍ର ବାଇବଲ1 “ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ତାହା ଅନ୍ୟ ଦେଶୀୟମାନଙ୍କର ଅଟେ। ସଦାପ୍ରଭୁ ସେହି ଜାତିମାନଙ୍କୁ ଧ୍ୱଂସ କରିବେ। ତୁମ୍ଭେମାନେ ସେହିଠାରେ ବାସ କରିବ। ତୁମ୍ଭେମାନେ ତାଙ୍କର ଗୃହ ଓ ସହରଗୁଡ଼ିକ ଅଧିକାର କରିବ। ଏବଂ ଏଗୁଡ଼ିକ ହେବାପରେ, Viz kapitola |