Online Bible

- Reklamy -




ଦ୍ଵିତୀୟ ବିବରଣ 19:11 - ଓଡିଆ ବାଇବେଲ

11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକି ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;

Viz kapitola kopírovat

ପବିତ୍ର ବାଇବଲ

11 “ଏହା ଏପରି ହୋଇପାରେ ଯେ, କେହି ଜଣେ ଲୁଚି ରହିବ ଏବଂ ଫାନ୍ଦରେ ପକାଇବା ପାଇଁ ଅପେକ୍ଷା କରିବ, ଯାହାକୁ ସେ ଘୃଣା କରେ ତାକୁ ହତ୍ୟା କରିବାକୁ ଏବଂ ତାକୁ ହତ୍ୟା କରିବା ପରେ, ଧରାଯାଉ ସେ ସେହି ନଗରମାନଙ୍କରୁ ଏକ ନଗରକୁ ଦୌଡ଼େ ଓ ଏକ ନିରାପଦ ନଗରରେ ରହେ।

Viz kapitola kopírovat




ଦ୍ଵିତୀୟ ବିବରଣ 19:11

Následuj nás:

Reklamy


Reklamy