ଦ୍ଵିତୀୟ ବିବରଣ 19:12 - ଓଡିଆ ବାଇବେଲ12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ। Viz kapitolaପବିତ୍ର ବାଇବଲ12 ଯଦି ଏପରି ଘଟେ, ତେବେ ତା'ର ନଗରର ପ୍ରାଚୀନମାନେ ତାକୁ ଡାକି ପଠାଇବେ ଏବଂ ତାକୁ ଫେରାଇ ଆଣିବେ। ଏବଂ ତାହାକୁ ହତ୍ୟା କରିବା ପାଇଁ ରକ୍ତର ପ୍ରତିହନ୍ତାର ହସ୍ତରେ ସମର୍ପଣ କରିବେ। ଏବଂ ତାକୁ ହତ୍ୟା କରାଯିବା ଉଚିତ୍। Viz kapitola |