ଦ୍ଵିତୀୟ ବିବରଣ 19:14 - ଓଡିଆ ବାଇବେଲ14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ଵାରା ସ୍ଥାପିତ ତୁମ୍ଭ ସୀମାଚିହ୍ନ ଘୁଞ୍ଚାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ। Viz kapitolaପବିତ୍ର ବାଇବଲ14 “ତୁମ୍ଭେମାନେ ଭୂମିରେ ଥିବା ପଥର ଚିହ୍ନକୁ ଘୁଞ୍ଚାଇବ ନାହିଁ। ଏହି ପଥର ଚିହ୍ନ ଅତୀତରେ ଦିଆଯାଇଥିବା ଭୂମିକୁ ଚିହ୍ନଟ କରିବା ପାଇଁ ସେହି ପଥର ଚିହ୍ନକୁ ପରିବର୍ତ୍ତନ କରିବ ନାହିଁ। ସେହି ପଥର ଚିହ୍ନିତ ଦେଶମାନଙ୍କୁ ତୁମ୍ଭକୁ ସଦାପ୍ରଭୁ ଦେବେ। Viz kapitola |