ଦ୍ଵିତୀୟ ବିବରଣ 19:19 - ଓଡିଆ ବାଇବେଲ19 ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। Viz kapitolaପବିତ୍ର ବାଇବଲ19 ତେବେ ସେ ଆପଣା ଭାଇପ୍ରତି ଯେପରି କରିବାକୁ ଯୋଜନା କରିଥିଲା, ତାହା ପ୍ରତି ସେହିପରି କରିବ ଏବଂ ଏହି ପ୍ରକାରେ ତୁମ୍ଭେମାନେ ଇସ୍ରାଏଲରୁ ଦୁଷ୍ଟତା ଦୂର କରିବା ଉଚିତ୍। Viz kapitola |