ଦ୍ଵିତୀୟ ବିବରଣ 2:15 - ଓଡିଆ ବାଇବେଲ15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ନିଃଶେଷରେ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା। Viz kapitolaପବିତ୍ର ବାଇବଲ15 ସଦାପ୍ରଭୁଙ୍କର ହସ୍ତ ସେମାନଙ୍କ ବିପକ୍ଷରେ ସମସ୍ତ ଲୋକମାନଙ୍କୁ ଧ୍ୱଂସ କରିବା ପର୍ଯ୍ୟନ୍ତ ଥିଲା। Viz kapitola |