ଦ୍ଵିତୀୟ ବିବରଣ 2:21 - ଓଡିଆ ବାଇବେଲ21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାର ଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ। Viz kapitolaପବିତ୍ର ବାଇବଲ21 ସେଠାରେ ବହୁସଂଖ୍ୟକ ଶକ୍ତିଶାଳୀ ସମ୍ସୁମ୍ମୀୟମାନେ ବାସ କରୁଥିଲେ। ସେମାନେ ବହୁତ ଡେଙ୍ଗା ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅମ୍ମୋନୀୟ ଲୋକମାନଙ୍କର ସହାୟ ହେଲେ ସମ୍ସୁମ୍ମୀୟମାନଙ୍କୁ ବିନାଶ କରିବା ପାଇଁ। ଅମ୍ମୋନୀୟ ଲୋକମାନେ ସମ୍ସୁମ୍ମୀୟ ଲୋକମାନଙ୍କୁ ଅଧିକାର ଚ୍ୟୁତ କରି ସେହିଠାରେ ବାସ କଲେ। ଏବଂ ସେହିଠାରେ ଏବେ ମଧ୍ୟ ବାସ କରୁଛନ୍ତି। Viz kapitola |