ଦ୍ଵିତୀୟ ବିବରଣ 2:23 - ଓଡିଆ ବାଇବେଲ23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)। Viz kapitolaପବିତ୍ର ବାଇବଲ23 ପରମେଶ୍ୱର ଠିକ୍ ସେହିପରି ମଧ୍ୟ କରିଥିଲେ। କପ୍ତୋରୀୟମାନଙ୍କ ପ୍ରତି ଅବ୍ବୀୟ ଲୋକମାନେ ଘସା ନିକଟବର୍ତ୍ତୀ ସହରରେ ବାସ କରୁଥିଲେ। କିନ୍ତୁ କପ୍ତୋରୀୟ ଲୋକେ ଅବ୍ବୀୟମାନଙ୍କୁ ଧ୍ୱଂସ କଲେ। ସେହି କପ୍ତୋରୀୟ ଲୋକମାନେ ସେମାନଙ୍କଠାରୁ ଅଧିକାର ଛିନ୍ନ କରି ସେଠାରେ ଏବେ ପର୍ଯ୍ୟନ୍ତ ବାସ କରୁଛନ୍ତି। Viz kapitola |