ଦ୍ଵିତୀୟ ବିବରଣ 2:32 - ଓଡିଆ ବାଇବେଲ32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ। Viz kapitolaପବିତ୍ର ବାଇବଲ32 “ଏହା ପରେ ରାଜା ସୀହୋନ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଯହସ ନାମକ ସ୍ଥାନକୁ ବାହାରି ଆସିଲେ। Viz kapitola |