Online Bible

- Reklamy -




ଦ୍ଵିତୀୟ ବିବରଣ 2:33 - ଓଡିଆ ବାଇବେଲ

33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।

Viz kapitola kopírovat

ପବିତ୍ର ବାଇବଲ

33 କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ, ଆମ୍ଭେମାନେ ରାଜା ସୀହୋନକୁ, ତାଙ୍କର ପୁତ୍ରମାନଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ପରାସ୍ତ କଲୁ।

Viz kapitola kopírovat




ଦ୍ଵିତୀୟ ବିବରଣ 2:33

Následuj nás:

Reklamy


Reklamy