ଦ୍ଵିତୀୟ ବିବରଣ 2:4 - ଓଡିଆ ବାଇବେଲ4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ-ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ତୁମ୍ଭମାନଙ୍କଠାରୁ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ। Viz kapitolaପବିତ୍ର ବାଇବଲ4 ଏହିକଥା ଲୋକମାନଙ୍କୁ କହିଦିଅ। ତୁମ୍ଭମାନଙ୍କୁ ସେୟୀର ଦେଇ ଯିବାକୁ ହେବ। ସେହି ଦେଶ ତୁମ୍ଭମାନଙ୍କ ବଂଶଧର ଅର୍ଥାତ୍ ଏଷୌ ସନ୍ତାନମାନଙ୍କର ଦେଶ। ସେମାନେ ତୁମ୍ଭମାନଙ୍କୁ ଭୟ କରିବେ। ସାବଧାନ! Viz kapitola |