ଦ୍ଵିତୀୟ ବିବରଣ 20:18 - ଓଡିଆ ବାଇବେଲ18 ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବତାମାନଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ। Viz kapitolaପବିତ୍ର ବାଇବଲ18 କାରଣ ସେମାନେ ତୁମ୍ଭମାନଙ୍କୁ ଶିକ୍ଷା ଦେବେ ନାହିଁ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବା ପାଇଁ। ସେମାନେ ତାଙ୍କ ଦେବଗଣଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଭୟଙ୍କର କର୍ମମାନ କରିଛନ୍ତି, ତୁମ୍ଭମାନଙ୍କୁ ଏପରି କରିବାକୁ ପ୍ରବର୍ତ୍ତାଇ ପାରିବେ ନାହିଁ। Viz kapitola |