Online Bible

- Reklamy -




ଦ୍ଵିତୀୟ ବିବରଣ 20:20 - ଓଡିଆ ବାଇବେଲ

20 କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।

Viz kapitola kopírovat

ପବିତ୍ର ବାଇବଲ

20 କିନ୍ତୁ ତୁମ୍ଭେମାନେ ଫଳ ନ ଫଳୁଥିବା ବୃକ୍ଷମାନକୁ କାଟି ପାରିବ। ସେଥିରେ ତୁମ୍ଭେମାନେ ଯୁଦ୍ଧାସ୍ତ୍ର ନିର୍ମାଣ କରି ସେହି ନଗର ବିରୁଦ୍ଧରେ ଯୁଦ୍ଧ କରିବ। ସେହି ନଗର ପତନ ପର୍ଯ୍ୟନ୍ତ ତୁମ୍ଭେ ଏହିପରି କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 20:20

Následuj nás:

Reklamy


Reklamy