Online Bible

- Reklamy -




ଦ୍ଵିତୀୟ ବିବରଣ 21:14 - ଓଡିଆ ବାଇବେଲ

14 ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ।

Viz kapitola kopírovat

ପବିତ୍ର ବାଇବଲ

14 ଯେବେ ତାହା ଉପରେ ତୁମ୍ଭେ ସନ୍ତୁଷ୍ଟ ନୁହଁ, ତେବେ ତୁମ୍ଭେ ତାକୁ ଛାଡ଼ପତ୍ର ଦେବ ଏବଂ ତା'ର ଇଚ୍ଛା ଅନୁସାରେ ତାକୁ ଯିବାକୁ ଦେବ। ମାତ୍ର ଟଙ୍କା ବିନିମୟରେ ତାକୁ କାହାକୁ ବିକିବ ନାହିଁ। ତୁମ୍ଭେ ତା’ ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ। କାରଣ ତୁମ୍ଭେ ତାହା ସହିତ ସହବାସ କରିଛ।

Viz kapitola kopírovat




ଦ୍ଵିତୀୟ ବିବରଣ 21:14

Následuj nás:

Reklamy


Reklamy