Online Bible

- Reklamy -




ଦ୍ଵିତୀୟ ବିବରଣ 21:16 - ଓଡିଆ ବାଇବେଲ

16 ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ଵର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

16 ଯେତେବେଳେ ସେହି ଲୋକ ତା'ର ସମ୍ପତ୍ତି ବାଣ୍ଟିବ ତା'ର ପିଲାମାନଙ୍କ ମଧ୍ୟରେ ଜ୍ୟେଷ୍ଠତାର ଅଧିକାର ସେ ପ୍ରିୟର ପୁତ୍ରକୁ ଦେଇ ପାରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 21:16

Následuj nás:

Reklamy


Reklamy