ଦ୍ଵିତୀୟ ବିବରଣ 21:6 - ଓଡିଆ ବାଇବେଲ6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ। Viz kapitolaପବିତ୍ର ବାଇବଲ6 ଏହା ପରେ ମୃତ ଲୋକର ବନ୍ଧୁବାନ୍ଧବ ଓ ସେହି ନଗରର ସମସ୍ତ ପ୍ରଚୀନବର୍ଗ, ଉପତ୍ୟକାରେ ସେହି ବାଛୁରି ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ। Viz kapitola |