Online Bible

- Reklamy -




ଦ୍ଵିତୀୟ ବିବରଣ 22:19 - ଓଡିଆ ବାଇବେଲ

19 ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ଡ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ତ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ଡ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

19 ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ତ କରି କନ୍ୟାର ପିତାକୁ ଦେବେ। କାରଣ ସେ ଇସ୍ରାଏଲୀୟ ଏକ କନ୍ୟା ଉପରେ ଦୁର୍ନାମ ଦେଇଛି। ତହିଁରେ ସେ ତା'ର ଭାର୍ଯ୍ୟା ହେବ। ସେ ତାହାକୁ ଯାବଜ୍ଜୀବନ ପାଇଁ ତ୍ୟାଗ କରି ପାରିବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 22:19

Následuj nás:

Reklamy


Reklamy