Online Bible

- Reklamy -




ଦ୍ଵିତୀୟ ବିବରଣ 22:22 - ଓଡିଆ ବାଇବେଲ

22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଯେବେ କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ କାଳରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ

22 “ଯଦି କୌଣସି ଲୋକ ଅନ୍ୟ ଜଣେ ବିବାହିତ ସ୍ତ୍ରୀ ସହିତ ଶାରୀରୀକ ଯୌନ ସମ୍ପର୍କ ଥିବାର ଦେଖିବାକୁ ତୁମ୍ଭେ ପାଅ। ସେ ଦୁହିଁଙ୍କୁ ମୃତ୍ୟୁ ଦଣ୍ତ ଦିଆଯିବା ଉଚିତ୍। ତୁମ୍ଭେମାନେ ଇସ୍ରାଏଲରୁ ଏହି ଦୁଷ୍କର୍ମ ଦୂରକରିବା ଉଚିତ୍।

Viz kapitola kopírovat




ଦ୍ଵିତୀୟ ବିବରଣ 22:22

Následuj nás:

Reklamy


Reklamy