Online Bible

- Reklamy -




ଦ୍ଵିତୀୟ ବିବରଣ 22:24 - ଓଡିଆ ବାଇବେଲ

24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ଵାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ହିଁ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ

24 ତେବେ ତୁମ୍ଭେମାନେ ସେହି ଦୁଇଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପଥର ଫିଙ୍ଗି ହତ୍ୟା କରିବା ଉଚିତ୍। କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ। ଏବଂ ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା। ତୁମ୍ଭେମାନେ ଇସ୍ରାଏଲରୁ ଏହି ଦୁଷ୍କର୍ମ ଦୂର କରିବା ଉଚିତ୍।

Viz kapitola kopírovat




ଦ୍ଵିତୀୟ ବିବରଣ 22:24

Následuj nás:

Reklamy


Reklamy