ଦ୍ଵିତୀୟ ବିବରଣ 22:26 - ଓଡିଆ ବାଇବେଲ26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ତଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏକଥା ସେହିପରି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡ ଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ। Viz kapitolaପବିତ୍ର ବାଇବଲ26 କିନ୍ତୁ ତୁମ୍ଭେମାନେ ସେହି କନ୍ୟା ପ୍ରତି କିଛି କରିବ ନାହିଁ। ସେହି କନ୍ୟାଠାରେ ପ୍ରାଣଦଣ୍ତ ଯୋଗ୍ୟ ପାପ ନାହିଁ। କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧକରେ, ଏହି କଥା ଠିକ୍ ସେହିପରି ଅଟେ। Viz kapitola |