Online Bible

- Reklamy -




ଦ୍ଵିତୀୟ ବିବରଣ 22:27 - ଓଡିଆ ବାଇବେଲ

27 ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା; ସେହି ବାଗ୍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ

27 କାରଣ ସେହି ପୁରୁଷ ଜଣକ ସେହି କାର୍ଯ୍ୟାରତ ବାଳିକାକୁ କ୍ଷେତ୍ର ମଧ୍ୟରେ ପାଇ ତାକୁ ଆକ୍ରମଣ କଲା। ସେ ସାହାଯ୍ୟ ପାଇଁ ଡାକ ପକାଇଲା ତଥାପି ତାକୁ ରକ୍ଷା କରିବାକୁ କେହି ନ ଥିଲେ,

Viz kapitola kopírovat




ଦ୍ଵିତୀୟ ବିବରଣ 22:27

Následuj nás:

Reklamy


Reklamy