ଦ୍ଵିତୀୟ ବିବରଣ 22:6 - ଓଡିଆ ବାଇବେଲ6 ଯେବେ ପଥ ପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେବେ ପଥପାର୍ଶ୍ଵସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ଵ ଥାଏ, ଆଉ ସେହି ଛୁଆ କି ଡିମ୍ଵ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକି ଧରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେବେ ପଥପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ। Viz kapitolaପବିତ୍ର ବାଇବଲ6 “ପଥ ପାର୍ଶ୍ୱସ୍ଥ କୌଣସି ଗଛରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କିଅବା ଡିମ୍ବ ଥାଏ ଏବଂ ସେହି ଡିମ୍ବ ଉପରେ ବା ପକ୍ଷୀ ଛୁଆ ଉପରେ ଯଦି ମା ପକ୍ଷୀ ବସିଥାଏ, ତେବେ ତୁମ୍ଭେ ପକ୍ଷୀ ସହିତ ଛୁଆକୁ ଆଣିବ ନାହିଁ। Viz kapitola |