ଦ୍ଵିତୀୟ ବିବରଣ 22:7 - ଓଡିଆ ବାଇବେଲ7 ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ କୌଣସିମତେ ପକ୍ଷିଣୀକି ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ିଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ। Viz kapitolaପବିତ୍ର ବାଇବଲ7 ତୁମ୍ଭେ ତୁମ୍ଭମାନଙ୍କ ପାଇଁ ପକ୍ଷୀ ଛୁଆମାନଙ୍କୁ ଆଣି ପାରିବ କିନ୍ତୁ ତା'ର ମା’ ପକ୍ଷୀକୁ ମୁକ୍ତ କରିଦେବ। ଯଦି ତୁମ୍ଭେମାନେ ଏହି ନିୟମଗୁଡ଼ିକ ମାନିବ ତେବେ ତୁମ୍ଭମାନଙ୍କର ଦୀର୍ଘଜୀବୀ ହେବ ଏବଂ ତୁମ୍ଭମାନଙ୍କର ମଙ୍ଗଳ ହେବ। Viz kapitola |