Online Bible

- Reklamy -




ଦ୍ଵିତୀୟ ବିବରଣ 23:16 - ଓଡିଆ ବାଇବେଲ

16 ସେ ତୁମ୍ଭର କୌଣସି ଏକ ନଗରଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେ ତୁମ୍ଭର କୌଣସି ଏକ ନଗରଦ୍ଵାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଉପଦ୍ରବ କରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ତୁମ୍ଭର କୌଣସି ଏକ ନଗର-ଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

16 ସେ ତୁମ୍ଭର କୌଣସି ଏକ ନଗର ଦ୍ୱାର ମଧ୍ୟରେ ଆପଣା ଇଚ୍ଛାମତେ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବା ଉଚିତ୍, ତୁମ୍ଭେମାନେ ତାକୁ ଶୋଷଣ କିଅବା ଠକିବା ଉଚିତ୍ ନୁହେଁ।

Viz kapitola kopírovat




ଦ୍ଵିତୀୟ ବିବରଣ 23:16

Následuj nás:

Reklamy


Reklamy