ଦ୍ଵିତୀୟ ବିବରଣ 23:18 - ଓଡିଆ ବାଇବେଲ18 ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଘୃଣ୍ୟ ବିଷୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି। Viz kapitolaପବିତ୍ର ବାଇବଲ18 ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ଅଟନ୍ତି। Viz kapitola |